Numbers 10:18 — Compare Translations
5 translations compared side by side
Odia - 1840
"ତା'ପରେ ରୁବନେ ଗୋଷ୍ଠୀର ବିଭାଗର ଧ୍ବଜା ଚଳିଲା। ପୁଣି ଶଦଯରେର ପୁତ୍ର ଇଲୀଷୂର ସମାନଙ୍କେର ଅଧିନାଯକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରୁବେନ-ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରୁବେନ୍ ଗୋଷ୍ଠୀର ବିଭାଗର ଧ୍ୱଜା ଚଳିଲା। ପୁଣି ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କର ଅଧିନାୟକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରୁବେନ୍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରୁବେନ୍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।