Numbers 10:19 — Compare Translations
5 translations compared side by side
Odia - 1840
"ତା'ପରେ ଆସିଲେଶିମିଯୋନ ସନ୍ତାନଗଣର ବଂଶ ଓ ସୂରୀ ଶବ୍ଦଯର ପୁତ୍ର ଶଲୁମୀଯଲେ ସମାନଙ୍କେର ଅଧିନାଯକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆସିଲେ ଶିମିୟୋନ ସନ୍ତାନଗଣର ବଂଶ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ସେମାନଙ୍କର ଅଧିନାୟକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।