Numbers 10:2 — Compare Translations
5 translations compared side by side
Odia - 1840
"ରୂପାର ଦୁଇଟି ତୂରୀ ନିର୍ମାଣ କର ଓ ତାହା ପିଟା ରୂପା ରେ ନିର୍ମିତ ହବେ। ତୁମ୍ଭେ ଲୋକମାନଙ୍କୁ ଏକତ୍ରୀତ କରିବା ପାଇଁ ଓ ସଗେୁଡିକୁ ୟାତ୍ରାରମ୍ଭ ରେ ବ୍ଯବହାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ତଳୀକି ଆହ୍ଵାନ କରିବା ବେଳେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ବେଳେ ତାହା ବ୍ୟବହାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ରୂପାର ଦୁଇଟି ତୂରୀ ନିର୍ମାଣ କର ଓ ତାହା ପିଟା ରୂପାରେ ନିର୍ମିତ ହେବ। ତୁମ୍ଭେ ଲୋକମାନଙ୍କୁ ଏକତ୍ରିତ କରିବା ପାଇଁ ଓ ସେଗୁଡ଼ିକୁ ଯାତ୍ରାଆରମ୍ଭରେ ବ୍ୟବହାର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ଡଳୀକୁ ଆହ୍ୱାନ କରିବା ସମୟରେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ସମୟରେ ତାହା ବ୍ୟବହାର କରିବ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ଡଳୀକୁ ଆହ୍ୱାନ କରିବା ସମୟରେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ସମୟରେ ତାହା ବ୍ୟବହାର କରିବ।