Numbers 10:20 — Compare Translations

5 translations compared side by side

Odia - 1840
"ତା'ପରେ ଗାଦର ଗୋଷ୍ଠୀ ଆସିଲେ ଓ ଦ୍ଯୁଯଲରେ ପୁତ୍ର ଇଲୀଯାସଫ୍ ସମାନଙ୍କେର ଅଧିନାଯକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦ୍ୟୁୟେଲର ପୁତ୍ର ଇଲୀୟାସଫ୍ ଗାଦ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଗା‌ଦ୍‌ର ଗୋଷ୍ଠୀ ଆସିଲେ ଓ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ସେମାନଙ୍କର ଅଧିନାୟକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍-ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।