Numbers 10:21 — Compare Translations
5 translations compared side by side
Odia - 1840
"ତା'ପରେ କହାତୀଯଙ୍କ ପରିବାର ପବିତ୍ରସ୍ଥାନର ଭାର ବହନକରି ସହେି ପବିତ୍ର ତମ୍ବୁ ସ୍ଥାପନ କରିଥିଲେ। କହାତୀଯ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ପବିତ୍ର ତମ୍ବୁ ସ୍ଥାପନ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବହି ଅଗ୍ରସର ହେଲେ; ପୁଣି ସେମାନଙ୍କ ପହୁଞ୍ଚିବା ସମୟକୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ କହାତୀୟଙ୍କ ପରିବାର ପବିତ୍ର ସ୍ଥାନର ଭାର ବହନକରି ସେହି ପବିତ୍ର ତମ୍ବୁ ସ୍ଥାପନ କରିଥିଲେ। କହାତୀୟ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ପବିତ୍ର ତମ୍ବୁ ସ୍ଥାପନ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।