Numbers 10:22 — Compare Translations
5 translations compared side by side
Odia - 1840
"ଏଥିଉତ୍ତା ରେ ଇଫ୍ରଯିମ ଗୋଷ୍ଠୀର ବିଭାଗର ଧ୍ବଜା ଚଳିଲା। ଅମ୍ମୀହୂଦର ପୁତ୍ର ଇଲୀଶାମା ସମାନଙ୍କେ ସୈନ୍ଯର ଅଧିନାଯକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିଉତ୍ତାରେ ଇଫ୍ରୟିମ ଗୋଷ୍ଠୀର ବିଭାଗର ଧ୍ୱଜା ଚଳିଲା। ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟର ଅଧିନାୟକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।