Numbers 10:23 — Compare Translations
5 translations compared side by side
Odia - 1840
"ତା'ପରେ ଆସିଲେ ମନଃଶି ଲୋକମାନଙ୍କର ବଂଶ ଓ ସମାନଙ୍କେର ଅଧିନାଯକ ଥିଲେ ପଦାହସୂରର ପୁତ୍ର ଗମଲୀଯଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆସିଲେ ମନଃଶି ଲୋକମାନଙ୍କର ବଂଶ ଓ ସେମାନଙ୍କର ଅଧିନାୟକ ଥିଲେ ପଦାହସୂରର ପୁତ୍ର ଗମଲିୟେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।