Numbers 10:24 — Compare Translations
5 translations compared side by side
Odia - 1840
"ତତ୍ପରେ ବିନ୍ଯାମୀନ ଗୋଷ୍ଠୀ ଆସିଲେ ଓ ଗିଦିଯୋନିର ପୁତ୍ର ଅବୀଦାନ ସମାନଙ୍କେର ଅଧିନାଯକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତତ୍ପରେ ବିନ୍ୟାମୀନ ଗୋଷ୍ଠୀ ଆସିଲେ ଓ ଗିଦିୟୋନିର ପୁତ୍ର ଅବୀଦାନ ସେମାନଙ୍କର ଅଧିନାୟକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍ ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।