Numbers 10:25 — Compare Translations

5 translations compared side by side

Odia - 1840
"ଦାନ ଗୋଷ୍ଠୀର ବିଭାଗର ଧ୍ବଜା ପରେ ଚାଳିତ ହେଲା। ସମାନେେ ପଶ୍ଚାତ୍ଭାଗର ପ୍ରହରୀ ଥିଲେ। ଆଉ ଅମ୍ମୀଶବ୍ଦଯର ପୁତ୍ର ଅହୀଯଷେ ସମାନଙ୍କେର ଅଧିନାଯକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସମସ୍ତ ଛାଉଣିର ପଶ୍ଚାତ୍ ଦାନ-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାନ ଗୋଷ୍ଠୀର ବିଭାଗର ଧ୍ୱଜା ପରେ ଗ୍ଭଳିତ ହେଲା। ସେମାନେ ପଶ୍ଚା‌‌ତ୍‌‌ଭାଗର ପ୍ରହରୀ ଥିଲେ। ଆଉ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷ ସେମାନଙ୍କର ଅଧିନାୟକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସମସ୍ତ ଛାଉଣିର ପଶ୍ଚାତ୍‍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସମସ୍ତ ଛାଉଣିର ପଶ୍ଚାତ୍‍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।