Numbers 10:26 — Compare Translations
5 translations compared side by side
Odia - 1840
"ତା'ପରେ ଆସିଲେ ଆଶରେ ଲୋକମାନଙ୍କର ବଂଶ ଓ ଅକ୍ରଣର ପୁତ୍ର ପଗୀଯଲେ ତାଙ୍କର ସନୋଧ୍ଯକ୍ଷ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆସିଲେ ଆଶେର ଲୋକମାନଙ୍କର ବଂଶ ଓ ଅକ୍ରଣର ପୁତ୍ର ପଗୀୟେଲ ତାଙ୍କର ସେନାଧ୍ୟକ୍ଷ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।