Numbers 10:28 — Compare Translations
5 translations compared side by side
Odia - 1840
"ଏହି କ୍ରମ ରେ ଇଶ୍ରାୟେଲ ଲୋକମାନଙ୍କର ୟାତ୍ରା ସମାନଙ୍କେର ବର୍ଗ ଅନୁସାରେ ହେଲା ଓ ସମାନେେ ଅଗ୍ରସର ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଇସ୍ରାଏଲ ସନ୍ତାନଗଣର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି କ୍ରମରେ ଇସ୍ରାଏଲ ଲୋକମାନଙ୍କର ଯାତ୍ରା ସେମାନଙ୍କର ବର୍ଗ ଅନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଇସ୍ରାଏଲ-ସନ୍ତାନଗଣଙ୍କର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଇସ୍ରାଏଲ ସନ୍ତାନଗଣଙ୍କର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ।