Numbers 10:3 — Compare Translations
5 translations compared side by side
Odia - 1840
"ସମାନେେ ଯେତବେେଳେ ଦୁଇଟି ତୁରୀ ବଜାଇବେ ସମସ୍ତ ଲୋକମାନେ ସମାଗମ ତମ୍ବୁ ରେ ତୁମ୍ଭ ନିକଟରେ ଏକତ୍ରୀତ ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ତଳୀ ସମାଗମ-ତମ୍ଵୁ ଦ୍ଵାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯେତେବେଳେ ଦୁଇଟି ତୂରୀ ବଜାଇବେ ସମସ୍ତ ଲୋକମାନେ ସମାଗମ-ତମ୍ବୁରେ ତୁମ୍ଭ ନିକଟରେ ଏକତ୍ରିତ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।