Numbers 10:30 — Compare Translations

5 translations compared side by side

Odia - 1840
"କିନ୍ତୁ ହୋବବ କହିଲା, ମୁଁ ତୁମ୍ଭମାନଙ୍କ ସହିତ ଯାଉ ନାହିଁ। ମୁଁ ମାରେ ନିଜ ଦେଶକୁ ଓ ଆପଣା ଲୋକମାନଙ୍କ ନିକଟକୁ ଫରେିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲା, ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ହୋବବ କହିଲା, “ମୁଁ ତୁମ୍ଭମାନଙ୍କ ସହିତ ଯାଉ ନାହିଁ। ମୁଁ ମୋର ନିଜ ଦେଶକୁ ଓ ଆପଣା ଲୋକମାନଙ୍କ ନିକଟକୁ ଫେରିଯିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”