Numbers 10:31 — Compare Translations
5 translations compared side by side
Odia - 1840
"ତା'ପରେ ମାଶାେ କହିଲେ, ବିନଯ କରୁଅଛି, ତୁମ୍ଭେ ଆମ୍ଭମାନଙ୍କୁ ଛାଡ ନାହିଁ, ମରୁଭୂମି ମଧିଅରେ ଆମ୍ଭର ଛାଉଣୀ ସ୍ଥାପନ କରିବାକୁ କେଉଁ ସ୍ଥାନ ସର୍ବୋତ୍ତମ, ତାହା ତୁମ୍ଭେ ସର୍ବୋତ୍ତମ ଜାଣ। ତେଣୁ ତୁମ୍ଭେ ଆମ୍ଭର ପଥ ପ୍ରଦର୍ଶକ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୋଶା କହିଲେ, ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୋଶା କହିଲେ, “ବିନୟ କରୁଅଛି, ତୁମ୍ଭେ ଆମ୍ଭମାନଙ୍କୁ ଛାଡ଼ ନାହିଁ, ମରୁଭୂମି ମଧ୍ୟରେ ଆମ୍ଭର ଛାଉଣି ସ୍ଥାପନ କରିବାକୁ କେଉଁ ସ୍ଥାନ ସର୍ବୋତ୍ତମ, ତାହା ତୁମ୍ଭେ ସର୍ବୋତ୍ତମ ଜାଣ। ତେଣୁ ତୁମ୍ଭେ ଆମ୍ଭର ପଥ ପ୍ରଦର୍ଶକ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୋଶା କହିଲେ, “ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ।
Odia IRV 2017 (ଓଡିଆ ବାଇବେଲ)
ତେବେ ମୋଶା କହିଲେ, “ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ।