Numbers 10:33 — Compare Translations

5 translations compared side by side

Odia - 1840
"ସମାନେେ ସଦାପ୍ରଭୁଙ୍କ ପର୍ବତରୁ ତିନିଦିନର ପଥ ଅତିକ୍ରମ କଲେ, ପୁଣି ସଦାପ୍ରଭୁଙ୍କ ନିଯମ ସିନ୍ଦୁକ ସମାନଙ୍କେ ନିମନ୍ତେ ବିଶ୍ରାମସ୍ଥାନ ଅନ୍ବଷେଣ କରିବା ପାଇଁ ସମାନଙ୍କେ ଆଗ ରେ ତିନିଦିନର ପଥ ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ଵେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଅତିକ୍ରମ କଲେ, ପୁଣି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ-ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।