Numbers 10:34 — Compare Translations

5 translations compared side by side

Odia - 1840
"ପ୍ରତିଦିନ ସଦାପ୍ରଭୁଙ୍କର ମେଘ ସମାନଙ୍କେୁ ବାଟ କଢାଇଲେ, ଯେତବେେଳେ ସମାନେେ ସମାନଙ୍କେର ଛାଉଣୀରୁ ୟାତ୍ରାରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଛାଉଣିରୁ ଯାତ୍ରା କରିବା ବେଳେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତିଦିନ ସଦାପ୍ରଭୁଙ୍କର ମେଘ ସେମାନଙ୍କୁ ବାଟ କଢ଼ାଇଲେ, ଯେତେବେଳେ ସେମାନେ ସେମାନଙ୍କର ଛାଉଣିରୁ ଯାତ୍ରାରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା।