Numbers 10:35 — Compare Translations

5 translations compared side by side

Odia - 1840
"ପୁଣି ପବିତ୍ର ସିନ୍ଦୁକ ଅଗ୍ରସର ହବୋ ବେଳେ ମାଶାେ କହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସିନ୍ଦୁକ ଅଗ୍ରସର ହେବା ବେଳେ ମୋଶା କହନ୍ତି, ସଦାପ୍ରଭୋ, ଉଠ, ପୁଣି ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପବିତ୍ର ସିନ୍ଦୁକ ଅଗ୍ରସର ହେବା ବେଳେ ମୋଶା କହନ୍ତି, “ସଦାପ୍ରଭୁ ଉଠ, ପୁଣି ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହୁଅନ୍ତୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୋ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୁ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।