Numbers 10:36 — Compare Translations

5 translations compared side by side

Odia - 1840
"ଆଉ ପବିତ୍ର ସିନ୍ଦୁକ ଅଟକି ଗଲା ବେଳେ ମାଶାେ କହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାହା ବିଶ୍ରାମ କରିବା ବେଳେ ସେ କହନ୍ତି, ସଦାପ୍ରଭୋ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ପବିତ୍ର ସିନ୍ଦୁକ ଅଟକି ଗଲାବେଳେ ମୋଶା କହନ୍ତି, “ହେ ସଦାପ୍ରଭୁ ତୁମ୍ଭେ ଇସ୍ରାଏଲର ହଜାର ହଜାର ଲୋକଙ୍କ ପ୍ରତି ଫେର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହା ବିଶ୍ରାମ କରିବା ସମୟରେ ସେ କହନ୍ତି, “ସଦାପ୍ରଭୋ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର।”
Odia IRV 2017 (ଓଡିଆ ବାଇବେଲ)
ଆଉ ତାହା ବିଶ୍ରାମ କରିବା ସମୟରେ ସେ କହନ୍ତି, “ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର।”