Numbers 10:4 — Compare Translations
5 translations compared side by side
Odia - 1840
"ଯଦି ସମାନେେ ଏକ ତୂରୀ ବଜାଇବେ ତବେେ ପରିବାରବର୍ଗର ଅଧିପତିମାନେ ତିମ୍ଭ ନିକଟରେ ଏକତ୍ରୀତ ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେମାନେ ଏକ ତୂରୀ ବଜାଇବେ ତେବେ ପରିବାରବର୍ଗର ଅଧିପତିମାନେ ତୁମ୍ଭ ନିକଟରେ ଏକତ୍ରିତ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।