Numbers 10:5 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭମାନେେ ତୂରୀକୁ ଅଧା ବଜାଅ, ପୂର୍ବ ଦିଗସ୍ଥିତ ଛୀଉଣୀର ଲୋକମାନେ ୟାତ୍ରା କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ତୁମ୍ଭେମାନେ ତୂରୀକୁ ଅଧା ବଜାଅ, ପୂର୍ବ ଦିଗସ୍ଥିତ ଛୀଉଣୀର ଲୋକମାନେ ଯାତ୍ରା କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।