Numbers 10:6 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭମାନେେ ଦ୍ବିତୀୟଥର ତୂରୀ ଅଧା ବଜାଇଲେ ଦକ୍ଷିଣ ଦିଗସ୍ଥିତ ଛାଉଣୀର ଲୋକମାନେ ୟାତ୍ରା କରିବେ। ଏହି କ୍ରମ ରେ ସମାନେେ ଲୋକମାନଙ୍କର ୟାତ୍ରା ନିମନ୍ତେ ରଣତୂରୀ ବଜାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ଦ୍ଵିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେମାନେ ଦ୍ୱିତୀୟଥର ତୂରୀ ଅଧା ବଜାଇଲେ ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ। ଏହି କ୍ରମରେ ସେମାନେ ଲୋକମାନଙ୍କର ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।