Numbers 10:7 — Compare Translations
5 translations compared side by side
Odia - 1840
"ଲୋକମାନଙ୍କୁ ଏକତ୍ରୀତ କରିବା ସମୟରେ ତୁମ୍ଭମାନେେ ଲଗାତର ଅଧା ସ୍ବର ନୁହଁ, ଦୀର୍ଘସ୍ବର କରି ତୂରୀ ବଜାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କୁ ଏକତ୍ରିତ କରିବା ସମୟରେ ତୁମ୍ଭେମାନେ ଲଗାତର ଅଧା ସ୍ୱର ନୁହଁ, ଦୀର୍ଘସ୍ୱର କରି ତୂରୀ ବଜାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।