Numbers 10:8 — Compare Translations
5 translations compared side by side
Odia - 1840
"କବଳେ ହାରୋଣର ପୁତ୍ର ଯାଜକମାନେ ଏହି ଦୁଇ ତୂରୀ ବଜାଇବେ। ଆଉ ଏହି ବିଧି ତୁମ୍ଭମାନଙ୍କ ପ୍ରତି ପୁରୁଷାନୁକ୍ରମେ ଅନନ୍ତକୀଳୀନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ହାରୋଣର ପୁତ୍ର ଯାଜକମାନେ ଏହି ଦୁଇ ତୂରୀ ବଜାଇବେ। ଆଉ ଏହି ବିଧି ତୁମ୍ଭମାନଙ୍କ ପ୍ରତି ପୁରୁଷାନୁକ୍ରମେ ଅନନ୍ତକୀଳୀନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।