Numbers 10:9 — Compare Translations

5 translations compared side by side

Odia - 1840
"ଆଉ ଯେଉଁ ସମୟରେ ତୁମ୍ଭମାନେେ ଆପଣା ଦେଶ ରେ ଶତୃମାନଙ୍କ ୟୁଦ୍ଧ କରିବାକୁ ଯାଉଛି, ତୁମ୍ଭମାନେେ ତୂରୀ ରେ ରଣବାଦ୍ଯ ବଜାଇବା ଉଚିତ୍। ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭଙ୍କୁ ମନେ କରିବେ ଓ ତୁମ୍ଭମାନଙ୍କୁ ଆପଣା ଶତୃଗଣ ଠାରୁ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବାକୁ ଯାଉଛ, ତୁମ୍ଭେମାନେ ତୂରୀରେ ରଣବାଦ୍ୟ ବଜାଇବା ଉଚିତ୍। ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭଙ୍କୁ ମନେ କରିବେ ଓ ତୁମ୍ଭମାନଙ୍କୁ ଆପଣା ଶତ୍ରୁଗଣଠାରୁ ରକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ।
Odia IRV 2017 (ଓଡିଆ ବାଇବେଲ)