Numbers 11:10 — Compare Translations
5 translations compared side by side
Odia - 1840
"ଏହାପରେ ଲୋକମାନେ ସମୁଦାଯ ପରିବାର ସହିତ ନିଜନିଜ ତମ୍ବୁଦ୍ବାରା ନିକଟରେ ରୋଦନ କରିବାର ମାଶାେ ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କୋରଧ ଅତିଶଯ ପ୍ରଜ୍ବଳିତ ହେଲା। ଆଉ ମଧ୍ଯ ମାଶାେ ଅସନ୍ତୁଷ୍ଟ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ଵୁ ଦ୍ଵାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ଵଳିତ ହେଲା; ପୁଣି ମୋଶା ହିଁ ଅସନ୍ତୁଷ୍ଟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲୋକମାନେ ସମୁଦାୟ ପରିବାର ସହିତ ନିଜ ନିଜ ତମ୍ବୁଦ୍ୱାରା ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା। ଆଉ ମଧ୍ୟ ମୋଶା ଅସନ୍ତୁଷ୍ଟ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ବୁଦ୍ୱାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି, ମୋଶା ମଧ୍ୟ ଅସନ୍ତୁଷ୍ଟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ବୁ ଦ୍ୱାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି, ମୋଶା ମଧ୍ୟ ଅସନ୍ତୁଷ୍ଟ ହେଲେ।