Numbers 11:12 — Compare Translations
5 translations compared side by side
Odia - 1840
"କ'ଣ ସମାନେେ ସମସ୍ତେ ମାଠାରୁେ ଜନ୍ମ ହାଇେଛନ୍ତି? ତୁମ୍ଭେ ସମାନଙ୍କେ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷଯ ରେ ପ୍ରତିଜ୍ଞା କରିଥିଲ ମୁଁ ସମାନଙ୍କେୁ ଶିଶୁ ପରି କ'ଣ ବୋହି ନବେି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କʼଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି? ମୁଁ କʼଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନି ଯିବା ପାଇଁ ମୋତେ କହୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
କ’ଣ ସେମାନେ ସମସ୍ତେ ମୋ’ଠାରୁ ଜନ୍ମ ହୋଇଛନ୍ତି? ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ପ୍ରତିଜ୍ଞା କରିଥିଲ ମୁଁ ସେମାନଙ୍କୁ ଶିଶୁ ପରି କ’ଣ ବୋହି ନେବି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କʼଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି? ମୁଁ କʼଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ‘ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନିଯିବା ପାଇଁ ମୋତେ କହୁଅଛ?’
Odia IRV 2017 (ଓଡିଆ ବାଇବେଲ)
ମୁଁ କ’ଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି? ମୁଁ କ’ଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନି ଯିବା ପାଇଁ ମୋତେ କହୁଅଛ?