Numbers 11:13 — Compare Translations
5 translations compared side by side
Odia - 1840
"ମୁଁ ଏହି ସମସ୍ତ ଲୋକଙ୍କୁ ମାଂସ ଦବୋ ପାଇଁ କେଉଁଠା ରେ ପାଇବି? କାରଣ ସମାନେେ ମାେ ନିକଟରେ କାନ୍ଦି କହୁଛନ୍ତି, ସମାନେେ ପାଟି କରନ୍ତି, 'ଆମ୍ଭମାନଙ୍କୁ ମାଂସ ଦିଅ, ଆମ୍ଭମାନଙ୍କୁ ମାଂସ ଦିଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଏହି ସମସ୍ତ ଲୋକଙ୍କୁ ଦେବା ପାଇଁ ମାଂସ କାହୁଁ ପାଇବି? କାରଣ ସେମାନେ ମୋʼ ନିକଟରେ କାନ୍ଦି କହୁଅଛନ୍ତି, ଆମ୍ଭମାନଙ୍କୁ ମାଂସ ଦିଅ, ଆମ୍ଭେମାନେ ଖାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହି ସମସ୍ତ ଲୋକଙ୍କୁ ମାଂସ ଦେବା ପାଇଁ କେଉଁଠାରେ ପାଇବି? କାରଣ ସେମାନେ ମୋ’ ନିକଟରେ କାନ୍ଦି କହୁଛନ୍ତି, ସେମାନେ ପାଟି କରନ୍ତି, ‘ଆମ୍ଭମାନଙ୍କୁ ମାଂସ ଦିଅ, ଆମ୍ଭମାନଙ୍କୁ ମାଂସ ଦିଅ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଏହି ସମସ୍ତ ଲୋକଙ୍କୁ ଦେବା ପାଇଁ ମାଂସ କେଉଁଠାରୁ ପାଇବି? କାରଣ ସେମାନେ ମୋʼ ନିକଟରେ କାନ୍ଦି କହୁଅଛନ୍ତି, ‘ଆମ୍ଭମାନଙ୍କୁ ମାଂସ ଦିଅ,’ ଆମ୍ଭେମାନେ ଖାଇବା।
Odia IRV 2017 (ଓଡିଆ ବାଇବେଲ)
ମୁଁ ଏହି ସମସ୍ତ ଲୋକଙ୍କୁ ଦେବା ପାଇଁ ମାଂସ କେଉଁଠାରୁ ପାଇବି? କାରଣ ସେମାନେ ମୋ’ ନିକଟରେ କାନ୍ଦି କହୁଅଛନ୍ତି, ଆମ୍ଭମାନଙ୍କୁ ମାଂସ ଦିଅ, ଆମ୍ଭେମାନେ ଖାଇବା।