Numbers 11:14 — Compare Translations

5 translations compared side by side

Odia - 1840
"ମୁଁ ଏକାକୀ ଏତେ ଲୋକଙ୍କର ଭାର ବହନ କରିପାରିବି ନାହିଁ, କାରଣ ଏହା ମାେ ପାଇଁ ଅସହ୍ଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋʼ ପାଇଁ ଅସହ୍ୟ ଅଟେ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏକାକୀ ଏତେ ଲୋକଙ୍କର ଭାର ବହନ କରି ପାରିବି ନାହିଁ, କାରଣ ଏହା ମୋ’ ପାଇଁ ଅସହ୍ୟ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋʼ ପାଇଁ ଅସହ୍ୟ ଅଟେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋ’ ପାଇଁ ଅସହ୍ୟ ଅଟେ।