Numbers 11:15 — Compare Translations
5 translations compared side by side
Odia - 1840
"ଆଉ ଯଦି ତୁମ୍ଭେ ମାେ ପ୍ରତି ଏପରି ପଥରେ ବ୍ଯବହାର କରିବାକୁ ଯାଉଅଛ, ତବେେ ବିନଯ କରୁଅଛି, ମୁଁ ଯଦି ତୁମ୍ଭ ଅନୁଗ୍ରହର ପାତ୍ର, ତବେେ ମାେତେ ମାରିଦିଅ ପେଛ, ଏପରି ଦୁର୍ଗତି ଦେଖିବାକୁ ଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ତୁମ୍ଭେ ମୋʼପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ,ଏକାବେଳେ ମୋତେ ମାରି ପକାଅ; ପୁଣି ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯଦି ତୁମ୍ଭେ ମୋ’ ପ୍ରତି ଏପରି ପଥରେ ବ୍ୟବହାର କରିବାକୁ ଯାଉଅଛ, ତେବେ ବିନୟ କରୁଅଛି, ମୁଁ ଯଦି ତୁମ୍ଭ ଅନୁଗ୍ରହର ପାତ୍ର, ତେବେ ମୋତେ ମାରିଦିଅ ପଛେ, ଏପରି ଦୁର୍ଗତି ଦେଖିବାକୁ ଦିଅ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ତୁମ୍ଭେ ମୋʼ ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହିକ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ତୁମ୍ଭେ ମୋ’ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହି କ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”