Numbers 11:16 — Compare Translations
5 translations compared side by side
Odia - 1840
"ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ, ଇଶ୍ରାୟେଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଡାକ। ସମାନଙ୍କେୁ ସମାଗମ ତମ୍ବୁ ନିକଟକୁ ଆଣ। ସମାନେେ ତୁମ୍ଭ ସହିତ ଛିଡା ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି ସେମାନଙ୍କୁ ସମାଗମ-ତମ୍ଵୁ ଦ୍ଵାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଡାକ। ସେମାନଙ୍କୁ ସମାଗମ-ତମ୍ବୁ ନିକଟକୁ ଆଣ। ସେମାନେ ତୁମ୍ଭ ସହିତ ଛିଡ଼ା ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।
Odia IRV 2017 (ଓଡିଆ ବାଇବେଲ)