Numbers 11:17 — Compare Translations
5 translations compared side by side
Odia - 1840
"ମୁଁ ସହେି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବି ଓ ତୁମ୍ଭଠା ରେ ଯେଉଁ ଆତ୍ମା ଅଛି ତହିଁରୁ ନଇେ ସମାନଙ୍କେୁ ଦବୋ, ତହିଁରେ ତୁମ୍ଭେ ଯେପରି ଏକାକୀ ଭାର ବହନ କରିବନାହିଁ, ସେଥିପାଇଁ ସମାନେେ ମଧ୍ଯ ତୁମ୍ଭ ସହିତ ଦାଯିତ୍ବ ଭାର ବହନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବି ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି ତହିଁରୁ ନେଇ ସେମାନଙ୍କୁ ଦେବା, ତହିଁରେ ତୁମ୍ଭେ ଯେପରି ଏକାକୀ ଭାର ବହନ କରିବ ନାହିଁ, ସେଥିପାଇଁ ସେମାନେ ମଧ୍ୟ ତୁମ୍ଭ ସହିତ ଦାୟିତ୍ୱ ଭାର ବହନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।
Odia IRV 2017 (ଓଡିଆ ବାଇବେଲ)