Numbers 11:18 — Compare Translations
5 translations compared side by side
Odia - 1840
"ଲୋକମାନଙ୍କୁ କୁହ, କାଲିପାଇଁ ନିଜକୁ ପବିତ୍ର କର। ଆଉ ତୁମ୍ଭମାନେେ ମାଂସ ଖାଇବ, କାରଣ ତୁମ୍ଭମାନେେ ସଦାପ୍ରଭୁଙ୍କ କର୍ଣ୍ଣ ଗୋଚର ରେ କହିଅଛ, 'କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦବେ? ବରଂ ମିଶର ଦେଶ ରେ ଆମ୍ଭମାନଙ୍କର ମଙ୍ଗଳ ଥିଲା!' ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଖାଇବାକୁ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ଲୋକମାନଙ୍କୁ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ଲୋକମାନଙ୍କୁ କୁହ, କାଲି ପାଇଁ ନିଜକୁ ପବିତ୍ର କର। ଆଉ ତୁମ୍ଭେମାନେ ମାଂସ ଖାଇବ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣ ଗୋଚରରେ କହିଅଛ, ‘କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଂ ମିଶର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା!’ ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଖାଇବାକୁ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଲୋକମାନଙ୍କୁ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ।