Numbers 11:19 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଦିନେ କି ଦୁଇଦିନ କି ପାଞ୍ଚଦିନ କି ଦଶଦିନ କି କୋଡିଏ ଦିନ ଖାଇବ ତାହା ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଦିନେ କି ଦୁଇ ଦିନ କି ପାଞ୍ଚ ଦିନ କି ଦଶ ଦିନ କି କୋଡ଼ିଏ ଦିନ ଖାଇବ, ତାହା ନୁହେନ୍ତଁ
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଦିନେ କି ଦୁଇ ଦିନ କି ପାଞ୍ଚ ଦିନ କି ଦଶ ଦିନ କି କୋଡ଼ିଏ ଦିନ ଖାଇବ ତାହା ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଦିନେ କିମ୍ବା ଦୁଇ ଦିନ କିମ୍ବା ପାଞ୍ଚ ଦିନ କିମ୍ବା ଦଶ ଦିନ କିମ୍ବା କୋଡ଼ିଏ ଦିନ ଖାଇବ, ତାହା ନୁହେଁ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଦିନେ କିମ୍ବା ଦୁଇ ଦିନ କିମ୍ବା ପାଞ୍ଚ ଦିନ କିମ୍ବା ଦଶ ଦିନ କିମ୍ବା କୋଡ଼ିଏ ଦିନ ଖାଇବ, ତାହା ନୁହେଁ;