Numbers 11:2 — Compare Translations
5 translations compared side by side
Odia - 1840
"ତେଣୁ ଲୋକମାନେ ମାଶାଙ୍କେ ନିକଟରେ ସାହାର୍ୟ୍ଯ ପାଇଁ କ୍ରନ୍ଦନ କଲେ। ତହୁଁ ମାଶାେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ ସହେି ଅଗ୍ନି ଥମିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟରେ କ୍ରନ୍ଦନ କଲେ; ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେହି ଅଗ୍ନି ଥମିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲୋକମାନେ ମୋଶାଙ୍କ ନିକଟରେ ସାହାଯ୍ୟ ପାଇଁ କ୍ରନ୍ଦନ କଲେ। ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ ସେହି ଅଗ୍ନି ଥମିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟରେ କ୍ରନ୍ଦନ କଲେ; ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେହି ଅଗ୍ନି ଲିଭିଗଲା।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟରେ କ୍ରନ୍ଦନ କଲେ; ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେହି ଅଗ୍ନି ଲିଭିଗଲା।