Numbers 11:20 — Compare Translations

5 translations compared side by side

Odia - 1840
"ତୁମ୍ଭେ ସମ୍ପୂର୍ଣ୍ଣ ଏକମାସ ମାଂସ ଭକ୍ଷଣ କରିବ। ତୁମ୍ଭେ ମାଂସକୁ ଭକ୍ଷଣ କରିବ, ଘୃଣା ଯୋଗ୍ଯ ନ ହବୋ ପର୍ୟ୍ଯନ୍ତ। ଆଉ ଯେ ପର୍ୟ୍ଯନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନହୁଏ। କାରଣ ତୁମ୍ଭମାନେେ ସଦାପ୍ରଭୁଙ୍କୁ ପ୍ରତ୍ଯାଖ୍ଯାନ କରିଛ, ୟିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭମାନେେ ତାଙ୍କଠା ରେ ଆପତ୍ତି କରିବ ଏହା କହି, 'ଆମ୍ଭମାନେେ କାହିଁକି ମିଶରରୁ ବାହାରି ଆସିଲୁ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରିତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁତ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସମ୍ପୂର୍ଣ୍ଣ ଏକ ମାସ ମାଂସ ଭକ୍ଷ୍ୟଣ କରିବ। ତୁମ୍ଭେ ମାଂସକୁ ଭକ୍ଷ୍ୟଣ କରିବ, ଘୃଣାଯୋଗ୍ୟ ନ ହେବା ପର୍ଯ୍ୟନ୍ତ। ଆଉ ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନ ହୁଏ। କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରତ୍ୟାଖ୍ୟାନ କରିଛ, ଯିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭେମାନେ ତାଙ୍କଠାରେ ଆପତ୍ତି କରିବ ଏହା କହି, ‘ଆମ୍ଭେମାନେ କାହିଁକି ମିଶରରୁ ବାହାରି ଆସିଲୁ?‌’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।’”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।