Numbers 11:22 — Compare Translations

5 translations compared side by side

Odia - 1840
"ସମାନଙ୍କେୁ ଯୋଗଇବାପାଇଁ ପଲ ମଧ୍ଯରୁ ସମସ୍ତ ଗୋମଷେ ବଧ କଲେ ମଧ୍ଯ ଏକମାସ ପାଇଁ ଅଣ୍ଟିବ ନାହିଁ। ଆଉ ସମୁଦ୍ରର ସମସ୍ତ ମାଛ ସମାନଙ୍କେୁ ୟଥେଷ୍ଟ ନୁହେଁ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କୁ ଅଣ୍ଟିବା ଭଳି କʼଣ ପଲ ପଲ ଗୋମେଷ ବଧ କରାଯିବ? ଅବା ସେମାନଙ୍କୁ ଅଣ୍ଟିବା ଭଳି ସମୁଦ୍ରର ସବୁ ମାଛ କʼଣ ଏକତ୍ର କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ଯୋଗାଇବା ପାଇଁ ପଲ ମଧ୍ୟରୁ ସମସ୍ତ ଗୋମେଷ ବଧ କଲେ ମଧ୍ୟ ଏକ ମାସ ପାଇଁ ଅଣ୍ଟିବ ନାହିଁ। ଆଉ ସମୁଦ୍ରର ସମସ୍ତ ମାଛ ସେମାନଙ୍କୁ ଯଥେଷ୍ଟ ନୁହେଁ!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କୁ ଅଣ୍ଟିବା ଭଳି କʼଣ ପଲ ପଲ ଗୋମେଷ ବଧ କରାଯିବ? ଅବା ସେମାନଙ୍କୁ ଅଣ୍ଟିବା ଭଳି ସମୁଦ୍ରର ସବୁ ମାଛ କʼଣ ଏକତ୍ର କରାଯିବ?”
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କୁ ଅଣ୍ଟିବା ଭଳି କ’ଣ ପଲ ପଲ ଗୋମେଷ ବଧ କରାଯିବ? ଅବା ସେମାନଙ୍କୁ ଅଣ୍ଟିବା ଭଳି ସମୁଦ୍ରର ସବୁ ମାଛ କ’ଣ ଏକତ୍ର କରାଯିବ?