Numbers 11:23 — Compare Translations

5 translations compared side by side

Odia - 1840
"ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ, କ'ଣ ସଦାପ୍ରଭୁଙ୍କ ଶକ୍ତି ସିମୀତ? ତୁମ୍ଭମାନେେ ବର୍ତ୍ତମାନ ଦେଖିବ, ଯଦି ସଦାପ୍ରଭୁଙ୍କ ବାକ୍ଯ ତୁମ୍ଭ ପ୍ରତି ସତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “କ’ଣ ସଦାପ୍ରଭୁଙ୍କ ଶକ୍ତି ସିମୀତ? ତୁମ୍ଭେମାନେ ବର୍ତ୍ତମାନ ଦେଖିବ, ଯଦି ସଦାପ୍ରଭୁଙ୍କ ବାକ୍ୟ ତୁମ୍ଭ ପ୍ରତି ସତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”