Numbers 11:24 — Compare Translations
5 translations compared side by side
Odia - 1840
"ତବେେ ମାଶାେ ବାହାରକୁ ୟାଇ ଲୋକମାନଙ୍କୁ କହିଲେ, ଯାହା ସଦାପ୍ରଭୁ କହିଥିଲେ। ପୁଣି ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ଯରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗ ରେ ଛିଡା କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ଵୁର ଚତୁର୍ଦ୍ଦିଗରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ କହିଲେ, ଯାହା ସଦାପ୍ରଭୁ କହିଥିଲେ। ପୁଣି ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ଛିଡ଼ା କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି, ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି, ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ରଖିଲେ।