Numbers 11:25 — Compare Translations
5 translations compared side by side
Odia - 1840
"ତା'ପରେ ସଦାପ୍ରଭୁ ମେଘରୁ ଓହ୍ଲାଇ ମାଶାଙ୍କେୁ କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠା ରେ ଥିଲା, ତହିଁରୁ ନଇେ ସତୁରି ପ୍ରାଚୀନବର୍ଗଙ୍କୁ ଦେଲେ। ଯେତବେେଳେ ସମାନଙ୍କେ ଉପରେ ଆତ୍ମା ଅବସ୍ଥାନ କଲା, ସମାନେେ ଭବିଷ୍ଯତ କଥା ପ୍ରଚାର ଆରମ୍ଭ କଲେ, ଏବଂ ସମାନେେ ଆଉ ବନ୍ଦ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେନ୍ତପୁଣି ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ମେଘରୁ ଓହ୍ଲାଇ ମୋଶାଙ୍କୁ କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନବର୍ଗଙ୍କୁ ଦେଲେ। ଯେତେବେଳେ ସେମାନଙ୍କ ଉପରେ ଆତ୍ମା ଅବସ୍ଥାନ କଲା, ସେମାନେ ଭବିଷ୍ୟଦ୍ କଥା ପ୍ରଗ୍ଭର ଆରମ୍ଭ କଲେ, ଏବଂ ସେମାନେ ଆଉ ବନ୍ଦ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ୍ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।