Numbers 11:26 — Compare Translations
5 translations compared side by side
Odia - 1840
"ମାତ୍ର ଛାଉଣୀ ମଧିଅରେ ଦୁଇଜଣ ପ୍ରାଚୀନ ଇଲଦଦ୍ ଓ ମଦେଦ୍ ରହିଲେ, ଯଦିଓ ସମାନେେ ତାଲିକା ରେ ଥିଲେ, ସମାନେେ ତମ୍ବୁ ବାହାରକୁ ଆସି ନ ଥିଲେ। ସମାନଙ୍କେ ଉପରେ ସହେି ଆତ୍ମା ଅବସ୍ଥାନ କଲା ଓ ସମାନେେ ଛାଉଣୀ ମଧିଅରେ ରହି ଭବିଷ୍ଯତ କଥା ପ୍ରଚାର ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍ ଓ ଅନ୍ୟର ନାମ ମେଦଦ୍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ଵୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଛାଉଣି ମଧ୍ୟରେ ଦୁଇଜଣ ପ୍ରାଚୀନ ଇଲଦଦ୍ ଓ ମେଦଦ୍ ରହିଲେ, ଯଦିଓ ସେମାନେ ତାଲିକାରେ ଥିଲେ, ସେମାନେ ତମ୍ବୁ ବାହାରକୁ ଆସି ନ ଥିଲେ। ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥାନ କଲା ଓ ସେମାନେ ଛାଉଣି ମଧ୍ୟରେ ରହି ଭବିଷ୍ୟଦ୍ କଥା ପ୍ରଗ୍ଭର ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍ ଓ ଅନ୍ୟର ନାମ ମେଦଦ୍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ।
Odia IRV 2017 (ଓଡିଆ ବାଇବେଲ)