Numbers 11:27 — Compare Translations

5 translations compared side by side

Odia - 1840
"ତହୁଁ ଜଣେ ୟୁବକ ଦୌଡି ୟାଇ ମାଶାଙ୍କେୁ କହିଲା, ଇଲଦଦ୍ ଓ ମଦେଦ୍ ଛାଉଣୀ ଭିତ ରେ ରହି ଭବିଷ୍ଯତ କଥା ପ୍ରଚାର କରୁଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଜଣେ ଯୁବା ଦୌଡ଼ି ଯାଇ ମୋଶାଙ୍କୁ କହିଲା, ଇଲଦଦ୍ ଓ ମେଦଦ୍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଜଣେ ଯୁବକ ଦୌଡ଼ି ଯାଇ ମୋଶାଙ୍କୁ କହିଲା, “ଇଲଦଦ୍ ଓ ମେଦଦ୍ ଛାଉଣି ଭିତରେ ରହି ଭବିଷ୍ୟଦ୍ କଥା ପ୍ରଗ୍ଭର କରୁଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଜଣେ ଯୁବା ଦୌଡ଼ିଯାଇ ମୋଶାଙ୍କୁ କହିଲା, “ଇଲଦଦ୍‍ ଓ ମେଦଦ୍‍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଜଣେ ଯୁବା ଦୌଡ଼ି ଯାଇ ମୋଶାଙ୍କୁ କହିଲା, ଇଲଦଦ୍‍ ଓ ମେଦଦ୍‍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି।