Numbers 11:28 — Compare Translations
5 translations compared side by side
Odia - 1840
"ତହିଁରେ ନୂନର ପୁତ୍ର ଯିହାଶୂେୟ ମାଶାଙ୍କେୁ କହିଲେ, ହେ ମାହେର ମୁନିବ ମାଶାେ, ସମାନଙ୍କେୁ ସ୍ଥଗିତ କରନ୍ତୁ। ୟିହୋଶୂଯ ୟୁବକ ସମୟରୁ ମାଶାଙ୍କେର ଜଣେ ମନୋନୀତ ସହକାରୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ନୂନର ପୁତ୍ର ଯିହୋଶୂୟ ମୋଶାଙ୍କୁ କହିଲେ, “ହେ ମୋହର ମୁନିବ ମୋଶା, ସେମାନଙ୍କୁ ସ୍ଥଗିତ କରନ୍ତୁ।” ଯିହୋଶୂୟ ଯୁବକ ସମୟରୁ ମୋଶାଙ୍କର ଜଣେ ମନୋନୀତ ସହକାରୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।”