Numbers 11:3 — Compare Translations

5 translations compared side by side

Odia - 1840
"ତେଣୁ ସହେି ସ୍ଥାନର ନାମ ତବିଯରୋ ହେଲା କାରଣ ସଦାପ୍ରଭୁଙ୍କ ଅଗ୍ନି ସମାନଙ୍କେ ମଧିଅରେ ଦହନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେହି ସ୍ଥାନର ନାମ ତବୀୟେରା (ଦହନ) ହେଲା, କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ସ୍ଥାନର ନାମ ତବିୟେରା ହେଲା କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେହି ସ୍ଥାନର ନାମ ତବୀୟେରା ହେଲା, କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେହି ସ୍ଥାନର ନାମ ତବୀୟେରା ହେଲା, କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା।