Numbers 11:30 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ଓ ଇଶ୍ରାୟେଲ ପ୍ରାଚୀନଗଣ ଛାଉଣୀକି ଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକି ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ଓ ଇସ୍ରାଏଲ ପ୍ରାଚୀନଗଣ ଛାଉଣିକି ଗମନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକୁ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକୁ ଗମନ କଲେ।