Numbers 11:32 — Compare Translations
5 translations compared side by side
Odia - 1840
"ତହିଁରେ ଲୋକମାନେ ଛିଡା ହାଇେ ସହେି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସହେି ଭାଟୋଇ ପକ୍ଷୀ ସଂଗ୍ରହ କଲେ। କହେି ଦଶ ବୁଶଲରେୁ ଊଣା ସଂଗ୍ରହ କଲାନାହିଁ। ଆଉ ସମାନେେ ନିଜପାଇଁ ଛାଉଣୀର ଚାରିଆଡେ ତାହା ବିଛାଇ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ। କେହି ଦଶ ବୁଶେଲରୁ ଊଣା ସଂଗ୍ରହ କଲା ନାହିଁ। ଆଉ ସେମାନେ ନିଜ ପାଇଁ ଛାଉଣିର ଗ୍ଭରିଆଡ଼େ ତାହା ବିଛାଇ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ।