Numbers 11:33 — Compare Translations

5 translations compared side by side

Odia - 1840
"ସମାନଙ୍କେ ଦନ୍ତ ମଧିଅରେ ମାଂସ ଥିଲା ବେଳେ ତାହା ଚର୍ବଣ କରିବା ପୂର୍ବରୁ ସଦାପ୍ରଭୁଙ୍କ କୋର୍ଧ ସମାନଙ୍କେ ଉପରେ ପ୍ରଜ୍ବଳିତ ହେଲା। ତହୁଁ ସଦାପ୍ରଭୁ ସମାନଙ୍କେୁ ମହାମାରୀ ରେ ସଂହାର କଲେ ଓ ସହେି ସ୍ଥାନ ରେ ସମାନେେ କବର ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନଙ୍କ ଦ; ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥିଲାବେଳେ ତାହା ଚର୍ବଣ କରିବା ପୂର୍ବରୁ ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କ ଉପରେ ପ୍ରଜ୍ୱଳିତ ହେଲା। ତହୁଁ ସଦାପ୍ରଭୁ ସେମାନଙ୍କୁ ମହାମାରୀରେ ସଂହାର କଲେ ଓ ସେହି ସ୍ଥାନରେ ସେମାନେ କବର ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ।