Numbers 11:34 — Compare Translations
5 translations compared side by side
Odia - 1840
"ତେଣୁ ସହେି ସ୍ଥାନର ନାମ କିବ୍ରୋତ୍-ହତ୍ତାବା ହେଲା। କାରଣ ସମାନେେ ଖାଦ୍ୟ ନିମନ୍ତେ ଲୋଭୀ ଲୋକମାନଙ୍କୁ ସହେି ସ୍ଥାନ ରେ କବର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍-ହତ୍ତାବା (ଲୋଭ ହେତୁ କବର) ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ସ୍ଥାନର ନାମ କିବ୍ରୋତ୍-ହତ୍ତାବା ହେଲା। କାରଣ ସେମାନେ ଖାଦ୍ୟ ନିମନ୍ତେ ଲୋଭୀ ଲୋକମାନଙ୍କୁ ସେହି ସ୍ଥାନରେ କବର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍-ହତ୍ତାବା ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍-ହତ୍ତାବା ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ।