Numbers 11:35 — Compare Translations

5 translations compared side by side

Odia - 1840
"ଲୋକମାନେ କିବ୍ରୋତ-ହତ୍ତାବାଠାରୁ ହତ ସରେୋତକୁ ୟାତ୍ରା କରି ସହେିଠା ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ କିବ୍ରୋତ୍-ହତ୍ତାବାଠାରୁ ହତ୍ସେରୋତକୁ ଯାତ୍ରା କରି ସେହିଠାରେ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ କିବ୍ରୋତ-ହତ୍ତାବାଠାରୁ ହ‌ତ୍‌ସେରୋତକୁ ଯାତ୍ରା କରି ସେହିଠାରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ କିବ୍ରୋତ୍‍-ହତ୍ତାବାଠାରୁ ହତ୍ସେରୋତକୁ ଯାତ୍ରା କରି ସେହିଠାରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ କିବ୍ରୋତ୍‍-ହତ୍ତାବାଠାରୁ ହତ୍‍ସେରୋତକୁ ଯାତ୍ରା କରି ସେହିଠାରେ ରହିଲେ।