Numbers 11:4 — Compare Translations

5 translations compared side by side

Odia - 1840
"ତା'ପରେ ସମାନଙ୍କେ ମଧ୍ଯରୁ ଅସୁବିଧା ସୃଷ୍ଟିକାରୀଗଣଙ୍କର ଉତ୍ତମ ଖାଦ୍ୟ ଖାଇବାକୁ ପ୍ରବଳଇଚ୍ଛା ହେଲା। ଇଶ୍ରାୟେଲର ଲୋକମାନେ ସମାନଙ୍କେ ସହିତ ୟୋଗ ଦେଲେ ଏବଂ ପାଟି କଲେ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକ-ମାନଙ୍କର ଜନତା ଲୋଭାକ୍ରା; ହେବାକୁ ଲାଗିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ?
Odia Bible ERV 2004 (ପବିତ୍ର ବାଇବଲ)
ସତୁରି ବୟସ୍କ ପ୍ରାଚୀନଗଣ ତା’ପରେ ସେମାନଙ୍କ ମଧ୍ୟରୁ ଅସୁବିଧା ସୃଷ୍ଟିକାରୀଗଣଙ୍କର ଉତ୍ତମ ଖାଦ୍ୟ ଖାଇବାକୁ ପ୍ରବଳ ଇଚ୍ଛା ହେଲା। ଇସ୍ରାଏଲର ଲୋକମାନେ ସେମାନଙ୍କ ସହିତ ଯୋଗ ଦେଲେ ଏବଂ ପାଟି କଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ-ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ?
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ?