Numbers 11:5 — Compare Translations

5 translations compared side by side

Odia - 1840
"ଆମ୍ଭେ ମାନେ ମିଶର ଦେଶ ରେ ବିନା ମୂଲ୍ଯ ରେ ଯେଉଁ ମାଛ ଖାଉଥିଲୁ, ତାହା ମନେ ପଡେ। ଆମ୍ଭମାନଙ୍କର ମଧ୍ଯ ଉତ୍ତମ ପନିପରିବା ଯଥା: କାକୁଡି, ତରଭୁଜ, ପିଆଜ ଓ ରସୁଣ କଥା ମନେ ପଡେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି ଓ ସେ ଖରଭୁଜ ଓ ସେ ପରୁ ଓ ସେ ପିଆଜ ଓ ରସୁଣ (ମନରେ ପଡ଼େ);
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ମିଶର ଦେଶରେ ବିନା ମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନେ ପଡ଼େ। ଆମ୍ଭମାନଙ୍କର ମଧ୍ୟ ଉତ୍ତମ ପନିପରିବା ଯଥା: କାକୁଡି, ତରଭୁଜ, ପିଆଜ ଓ ରସୁଣ କଥା ମନେ ପଡ଼େ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);